Officially Half Day Holiday /And Unofficially !

ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମ ଲାଲାଙ୍କ ପବିତ୍ର ପ୍ରାଣ ପ୍ରତିଷ୍ଠା ଉତ୍ସବ ଉପଲକ୍ଷେ ୨୨ ଜାନୁଆରୀ ୨୦୨୪ ଦିନ ଅପରାହ୍ନ ୨.୩୦ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ଅଧିନସ୍ଥ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। / I think government should have granted a full day leave as I wonder if the half day leave would be really a half day following the tiring celebration of the festival by many office goers .

Scroll to Top